ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି । ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ଅତିପ୍ରବଳ ବର୍ଷା । ଏହାଦ୍ବାରା ବୁଢାବଳଙ୍ଗ, ସୁବର୍ଣ୍ଣରେଖା, ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ ।
#lowpressure #BayofBengal #HeavyRainfall #WeatherUpdate #Odisha #ArgusUpdate #ArgusNews