ରାଜ୍ୟରେ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ଜଳ ସମ୍ପଦ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ଫୋକସରେ ରହିଛି କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା ।
#ArgusNews #ArgusNewsTv #Odisha #Flood #Coastaldistrict