ବାରାଣାସୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । 15ଶହ 83 କୋଟି ଟଙ୍କାର ଉନ୍ନୟନ ମୂଳକ ପ୍ରୋଜେକ୍ଟର ଉଦଘାଟନ ତଥା ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ପାଖାପାଖି ୮ ମାସ ପରେ ପ୍ରଧାନମନ୍ତ୍ରୀ ମୋଦି ନିଜ ସଂସଦୀୟ କ୍ଷେତ୍ର ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ।
#ArgusNews #ArgusNewsTV #National #Varanasi Narendra Modi