ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀରେ ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ଭାରତୀୟ ଆଥଲେଟମାନଙ୍କୁ ଭେଟିଛନ୍ତି । କିଛି ଦିନ ପୂର୍ବରୁ ଶେଷ ହୋଇଥିବା ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରିଥିଲେ ।
#ArgusNews #ArgusUpdate #National Narendra Modi #Olympians