ରାଉରକେଲାରେ ଦୁଇ ହତ୍ୟା ଅଭିଯୁକ୍ତଙ୍କୁ ପୋଲିସର ଏନକାଉଣ୍ଟର । 2 ଅଭିଯୁକ୍ତ ହେଲେ ମୁସ୍ତାକ ଆଲମ ଓ ଏମ.ଡି ଗୁଡୁଙ୍କ ଗୋଡ଼ରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ଦୁଇଜଣଙ୍କୁ ଘଟଣାସ୍ଥଳରୁ ପୋଲିସ ଉଠାଇ ପ୍ରଥମେ ରାଉରକେଲା ସରକାରୀ ଡାକ୍ତରଖାନା ଓ ପରେ ଆଇଜିଏଚକୁ ସ୍ଥାନାନ୍ତରିତ କରାଯାଇଛି ।
#Police #Encounter #suspects #Rourkela #Odisha #ArgusNews