ରାଜଧାନୀରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା । ଖାରବେଳନଗର ଥାନା ଅନ୍ତର୍ଗତ ହୋଟେଲ ସ୍ୱସ୍ତି ଗ୍ରାଣ୍ଡ ପଛପଟେ ହତ୍ୟାକାଣ୍ଡ। ଭଦ୍ରକର ଜଣେ ଯୁବକଙ୍କୁ ପଥରରେ ଛେଚି ଛେଚି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ ।
#ArgusNews #Odisha #ArgusUpdate #Bhubaneswar #MurderCase