ରାଜ୍ୟରେ ଆଜିଠୁ ଆରମ୍ଭ ହେଉଛି ଅଫଲାଇନ ମାଟ୍ରିକ ପରୀକ୍ଷା । ଅନଲାଇନ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଅଗଷ୍ଟ ୫ ତାରିଖ ଯାଏ ପରୀକ୍ଷା ହେବାକୁ ଥିବା ବେଳେ ପୂର୍ବାହ୍ନ ସାଢ଼େ ୯ଟାରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ ଛାତ୍ରଛାତ୍ରୀ ।
#ArgusNews #ArgusUpdate #Odisha #MatricExam #OfflineExam