ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟାରେ ଲଗାତାର ଭାବେ ୬୦ ଉପରେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧ ହଜାର ୨୪୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣଙ୍କ ଜୀବନ ନେଇଛି ମହାମାରୀ ।
#ArgusNews #Odisha #ArgusUpdate #CoronaUpdate