ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ଏବେ ପଶ୍ଚିମ -ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବପାତ ପଶ୍ଚିମ -ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ ଯିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
#heavyrain #regionalweathercenter #Weather #mansoon #Odisha #ArgusNews