ଆଜି ମଧ୍ୟାହ୍ନ ୧୨.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ସ୍ବାମୀତ୍ବ ଯୋଜନା ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ୧,୭୧,୦୦୦ ହିତାଧିକାରୀଙ୍କୁ ଇ-ପ୍ରପର୍ଟି କାର୍ଡ ବଣ୍ଟନ କରିବେ ।
Narendra Modi #SwamitvaYojana #e_propertycards #PanchayatiRajMinistry #MadhyaPradesh #ArgusNews