ଆଜି ହେଉଛି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଜନ୍ମଦିନ । ସେ 56 ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ଏନେଇ ତାଙ୍କୁ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି । ଅମିତ ଶାହାଙ୍କ 56ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
#ArgusNews #ArgusOdisha #ArgusOdia #ArgusUpdate