ଆଜି କଂଗ୍ରେସର ୬ ଘଂଟିଆ ଓଡିଶା ବନ୍ଦ .....
Mon, Feb 15 | 12:39 p.m.
ଦରଦାମ, ବେକାରୀ ସମସ୍ୟା ବୃଦ୍ଧି ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି । ସେପଟେ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି । ବନ୍ଦ ସମୟରେ ବିଭିନ୍ନ ଜରୁରୀକାଳୀନ ସେବାକୁ ବାଦ ଦିଆଯାଇଛି । ବନ୍ଦ ସଂପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯିବ । ସେହିପରି ବନ୍ଦରେ ରୋଗୀ, ଗଣମାଧ୍ୟମ ପ୍ରତିନିଧି, ବାହାଘର ଗାଡି, ଡାକ୍ତର