ରାଜ୍ୟରେ ଆଜି 8 ହଜାର 681 କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 1408 ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ 745, କଟକରୁ 570, ପୁରୀରୁ 514 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି