ଆସନ୍ତା ୪୮ ଘଂଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା । ସ୍ଥାନେ ସ୍ଥାନେ ଘଂଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ତୁହାକୁ ତୁହା ବର୍ଷା ହେବା ନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି...
#ArgusNews #Odisha #ArgusUpdate