ଭାରତ ଓ ଇଂଲଣ୍ଡ ମଧ୍ୟରେ ଆଜି ଟି-20 ଶୃଙ୍ଖଳାର 3ୟ ମୁକାବିଲା ହେବ । ଅହମଦାବାଦ ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମରେ 5ଟି ମ୍ୟାଚ ବିଶିଷ୍ଟ ଶୃଙ୍ଖଳାର 3ୟ ମ୍ୟାଚ ଭାରତୀୟ ସମୟ ସନ୍ଧ୍ୟା 7ଟାରେ ଖେଳାଯିବ । ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଟିମ ପୁଣିଥରେ ପଡ଼ିଆକୁ ଓହ୍ଲାଇବ ....
#ArgusNews #Odisha #ArgusUpdate