ହରେକୃଷ୍ଣ ମହତାବଙ୍କ 'ଓଡ଼ିଶା ଇତିହାସ'ର ହିନ୍ଦୀ ଅନୁବାଦ...ଆଜି ପୁସ୍ତକ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି... ଉପସ୍ଥିତ ରହିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କଟକ ସାଂସଦ ଭର୍ତ୍ତୃହରି ମହତାବ... ପୂର୍ବରୁ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ଉପଲବ୍ଧ...
#ArgusNews #Odisha #ArgusUpdate