ଆଜି ଆଡପ ମଣ୍ଡପରେ ହେବ ମହାପ୍ରଭୁଙ୍କର ବନକଲାଗି ନୀତି । ଝଟକିବେ ଚତୁର୍ଦ୍ଧାମୂର୍ତ୍ତି । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଗୁଣ୍ଡିଚା ମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।
#ArgusNews #Odisha #ArgusUpdateNews #Puri #banaklaginiti