ପରୀକ୍ଷା ନମ୍ବରରେ ଅସନ୍ତୋଷ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ । ୧୪ ତାରିଖରେ ପ୍ରକାଶ ପାଇଛି ଯୁକ୍ତ ୨ କଳା ରେଜଲ୍ଟ । ରେଜଲ୍ଟରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିଛନ୍ତି ।
#ArgusNews #Odisha #ArgusUpdate #plustwo #studentstrike #Plustworesult