ଆଜି ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇ ମହାପ୍ରଭୁଙ୍କ ଦର୍ଶନ ପାଇଁ ନିଆଯାଇଥିଲା ।
#RBIGovernor #ShaktikantaDas #Puri #JagannathDarshan #Srimandir #Odisha #ArgusNews