କରୋନା ପଜିଟିଭ ଚିହ୍ନଟ ହେବା ପରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ଗତକାଲି ଏନେଇ ଅମିତ ଶାହ ନିଜେ ଟ୍ୱିଟ ଜରିଆରେ ସୂଚନା ଦେଇଥିଲେ । କେନ୍ଦ୍ରମନ୍ତ୍ରୀଙ୍କର ଆଶୁ ଆରୋଗ୍ୟ କାମନା କରିଛି ପୂରା ଦେଶ । ଏଥିପାଇଁ ରାଜ୍ୟବ୍ୟାପୀ ବିଜେପି ପକ୍ଷରୁ ଦୀପ ଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।....
#TheArgus #Odishanews #Amitshah #Covid19