ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ୱିଟ୍ । ଓଡ଼ିଶାରେ ସହରାଞ୍ଚଳର ଉଠା ଦୋକାନୀଙ୍କ ପାଇଁ ୮.୨ କୋଟିର ଲାଭ । ଭାରତ ସରକାର ସହରାଂଚଳର ଉଠା ଦୋକାନୀ ମାନଙ୍କର ଥଇଥାନ ନିମନ୍ତେ ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନାର ଲାଭ ପାଇବାରେ ଓଡ଼ିଶା ଶୀର୍ଷ ୧୦ଟି ରାଜ୍ୟ ମଧ୍ୟରେ ରହିଛି । ଓଡ଼ିଶାର ସମ୍ବଲପୁର, କଟକ, ବ୍ରହ୍ମପୁର, ବାଲେଶ୍ୱର ଏବଂ ଅନ୍ୟ ସବୁ ସହର ମାନଙ୍କରେ ଥିବା ଉଠା ଦୋକାନୀମାନେ ମଧ୍ୟ ଏହାର ଲାଭ ପାଇଛନ୍ତି ବୋଲି ଜଣାଇଛନ୍ତି କନ୍ଦ୍ରେମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
#ArgusNews #ArgusOdia #SwanidhiYojna #DharmendraPradhan