Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ଅଗ୍ନିବୀର ଆଶାୟୀଙ୍କୁ ଭେଟିଲେ, ନିଜେ ସ୍କୁଟି ଚଲାଇ ସମ୍ବଲପୁର ସହର ପରିଭ୍ରମଣ କଲେ
ଡଙ୍ଗା ଓଲଟିବା ଘଟଣା, ୭ ମୃତଦେହ ଉଦ୍ଧାର
ଅର୍ଗସ ବ୍ୟୁରୋ: ହୀରାକୁଦ ଜଳଭଣ୍ଡାରରେ ଡଙ୍ଗା ଓଲଟିବା ଘଟଣାରେ ଡଙ୍ଗା ବୁଡ଼ିରେ ୭ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ୩ ଶିଶୁଙ୍କ ସହ ୬ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଆଉ ଜଣେ ଏବେବି ନିଖୋଜ ଅଛନ୍ତି । ଗତକାଲି ଅପରାହ୍ଣରେ ହୀରାକୁଦ ଜଳଭଣ୍ଡାରର ରେଙ୍ଗାଲୀ ଥାନା ଶରଧା ଘାଟରୁ ଅଳ୍ପ ଦୂରରେ ଏକ ଯାତ୍ରୀବାହୀ ଦେଶୀ ଡଙ୍ଗା ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା
ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ
ପୁରୀ: ଆଜି ବସିବ ଚଳିତବର୍ଷ ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ । ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ପୁରୀ ପୌରସଦନରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ବସିବ ପ୍ରଥମ ରଥ ସମନ୍ବୟ କମିଟି ବୈଠକ । ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ସେମାନଙ୍କ ବିଭାଗର ଆକ୍ସନ ପ୍ଲାନ ରିପୋର୍ଟ ଦାଖଲ କରିବେ