ଆଜି ଗୁଜରାଟରେ ନିବେଶକ ସମ୍ମିଳନୀକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯାନ ସ୍କ୍ରାପିଂ ଭିତ୍ତିଭୂମି ସ୍ଥାପନ ପାଇଁ ପୁଞ୍ଜି ବିନିଯୋଗ କରିବାକୁ ଏହି ସମ୍ମିଳନୀ ଆୟୋଜନ କରାଯାଉଛି । ଦିନ ୧୧ଟାରେ ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହି ସମ୍ମିଳନୀକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
#ArgusNews #Odisha Narendra Modi #Gujurat #investersummit