ଗୁଜରାଟରେ ନିବେଶକ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ଯାନ ସ୍କ୍ରାପିଂ ଭିତ୍ତିଭୂମି ସ୍ଥାପନ ପାଇଁ ପୁଞ୍ଜି ବିନିଯୋଗ କରିବାକୁ ଏହି ସମ୍ମିଳନୀ ଆୟୋଜନ କରାଯାଉଛି । ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହି ସମ୍ମିଳନୀକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ।
#ArgusNews #National Narendra Modi #Gujarat #Investor #Pressmeet