ଭାରତରେ କରୋନାର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ତୃତୀୟ ଲହର ଆଶଙ୍କାକୁ ନେଇ ଦେଶ ସତର୍କ ରହିବା ଆବଶ୍ୟକ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍ ସୂଚନା ଦେଇଛନ୍ତି
#ArgusNews #NewsChannel #SatelliteChannel #ArgusTV #Corona2ndStrain #Nasal_Vaccine