ଜାତୀୟ ଶିକ୍ଷା ନୀତି 2020ର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ନୀତି ନିର୍ଦ୍ଧାରକ, ଛାତ୍ର ଓ ଶିକ୍ଷକଙ୍କୁ ସମ୍ବୋଧିତ କରିବେ । ଏହି ଅବସରରେ ଶିକ୍ଷା କ୍ଷେତ୍ର ସହ ଯୋଡି ହୋଇଥିବା ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ
#ArgusNews #Odisha #ArgusNewsTV #NarendraModi #educationpolicy