ସ୍ୱାଧୀନତା ସଂଗ୍ରାମର ଅପରିଚିତ ନାୟକଙ୍କ ସ୍ମୃତିରେ ଓଡ଼ିଶା ଡାକ ପରିମଣ୍ଡଳ ପକ୍ଷରୁ ଉନ୍ମୋଚନ ହୋଇଛି ସ୍ୱତନ୍ତ୍ର ଲଫାପା । ଜୟୀ ରାଜଗୁରୁଙ୍କ ବଂଶର ଷଷ୍ଠ ପିଢ଼ି ଦୟାନନ୍ଦ ମହାପାତ୍ର ଓ ତ୍ରିଦେବ ନନ୍ଦ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ତ୍ରିଦେବ ନନ୍ଦ
#Delhi #jayrajguru #Odisha #ArgusNews