୨୪ ଜଣ ଲେଖକଙ୍କୁ ସମ୍ମାନଜନକ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’ ପ୍ରଦାନ କରାଯାଇଛି । ଓଡ଼ିଆ ଭାଷାରେ ବିଶିଷ୍ଟ କବି ତଥା ସାହିତ୍ୟିକ ଡକ୍ଟର ହୃଷୀକେଶ ମଲ୍ଲିକ ପୁରସ୍କାର ଗ୍ରହଣ କରିଥିଲେ । ସରି ଯାଇଥିବା ଅପେରା ପାଇଁ ସେ ଏହି ସମ୍ମାନ ଗ୍ରହଣ କରିଛନ୍ତି ।
#Delhi #Odisha #ArgusNews #OdiaWriter