ଦ୍ୱିତୀୟ ଗିନିଜ ବିଶ୍ୱ କୀର୍ତ୍ତିମାନ ଲକ୍ଷ୍ୟରେ ସଚିନ ବେହେରା । ଭାରତର ନି ଷ୍ଟ୍ରାଇକର ଭାବରେ ପରିଚିତ ସଚିନ ବେହେରା ଆଉ ଏକ ଗିନିଜ ବିଶ୍ୱ କୀର୍ତ୍ତିମାନ କରିବାକୁ ଲକ୍ଷ୍ୟ ରଖିଛନ୍ତି । ପୂର୍ବରୁ ଗୋଟିଏ ମିନିଟ ଆଣ୍ଠୁ ପ୍ରଘାତ ବା ନି ଷ୍ଟ୍ରାଇକରେ ଗିନିଜ ବୁକ ଅଫ ୱାର୍ଲଡ଼ ରେକର୍ଡସରେ ସେ ସ୍ଥାନ ପାଇଛନ୍ତି ।
#SachinBehera #secondguinness #worldrecord #Odisha #ArgusNews