ପୁଣିଥରେ ବିଗିଡିଲା ସ୍ବର ସମ୍ରାଜ୍ଞୀ ଲତା ମଙ୍ଗେସ୍କରଙ୍କ ସ୍ବାସ୍ଥ୍ୟବସ୍ଥା । ଶନିବାର ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରିଚକ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କୁ ଭେଣ୍ଟିଲେଟରରେ ରଖି ଚିକିତ୍ସା କରାଯାଉଥିବା ବେଳେ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ ତାଙ୍କ ଚିକିତ୍ସା କରୁଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି
#LataMangeshkar #Healthcondition #hospitalised #ArgusNews