ଭାଜପାରେ ଯୋଗଦେଲେ କଂଗ୍ରେସର ବରିଷ୍ଠ ନେତା ଆରପିଏନ ସିଂ । କୁଶୀନଗଡର ପଦରନା ରାଜ ପରିବାରରୁ ଆସିଥିବା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଆରପିଏନ ସିଂହ ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ଉତ୍ତରପ୍ରଦେଶର ନିର୍ବାଚନ ପ୍ରଭାରୀ ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି।
#Congressleader #RPNSingh #joinBJP #BJP #UnionMinister #UttarPradesh #election #Odisha #ArgusNews