ମୂଷା ଡରରେ ବିଲେଇ ଛାନିଆ । ମୂଷାର କି ରୁବାବ।ଯାହାକୁ ନଦେଖିଲେ ଆପଣ ବିଶ୍ୱାସ କରିପାରିବେ ନାହିଁ। ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବାବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରୁଛି।
#viralvídeos #Cat #Rat #Attack #ArgusNews