ଆଜି ଗାନ୍ଧୀ ଜୟନ୍ତୀ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୨ ତମ ଜୟନ୍ତୀ ପାଳୁଛି ସାରା ଦେଶ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ପ୍ରଧାନମନ୍ତ୍ରୀ ।
#GandhiJayanti #mahatmagandhi PMO India Narendra Modi #Rajghat #Odisha #ArgusNews