ଇଣ୍ଡିଆ ମୋବାଇଲ୍ କଂଗ୍ରେସରେ ରିଲାଏନ୍ସ ଜିଓ ପକ୍ଷରୁ ଏକ ୫ଜି କନେକ୍ଟେଡ୍ ଆମ୍ବୁଲାନ୍ସ ଉପସ୍ଥାପନ କରାଯାଇଛି । ଏହା ଏଭଳି ଏକ ଆମ୍ବୁଲାନ୍ସ ଯାହା ଡାକ୍ତରଖାନାରେ ରୋଗୀ ପହଂଚିବା ପୂର୍ବରୁ ରୋଗୀଙ୍କ ସମ୍ପର୍କିତ ସମସ୍ତ ଗୁରୁତ୍ୱପୂର୍ଣ୍ଣ ତଥ୍ୟକୁ ବାସ୍ତବ ସମୟରେଡିଜିଟାଲ୍ ମାଧ୍ୟମରେ ହସ୍ପିଟାଲ୍କୁ ପ୍ରଦାନ କରିବ ।
#reliance #jio #5g #ambulance #ArgusNews