ଲଗାଣ ବର୍ଷାରେ ବେହାଲ ରାଜଧାନୀ ଦିଲ୍ଲୀ । ଲଗାଣ ବର୍ଷା ଯୋଗୁ ଯମୁନା ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ନଦୀକୂଳିଆ ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛି ।
#ArgusNews #ArgusNewsTV #Odisha #delhi #river #jamuna