ସୋମନାଥ ମନ୍ଦିର ଠାରେ ୩୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ନୂତନ ସର୍କିଟ ହାଉସର ହେବ ଲୋକାର୍ପଣ । ଆଜି ଦିନ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଭିସି ଜରିଆରେ ସ୍ଥାନୀୟ ଜନସାଧାରଣଙ୍କୁ ଉଦବୋଧନ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।
#Gujrat #SomnathTemple PMOindia Narendra Modi #inaugurate #Odisha #ArgusNews