#7_ଓଡ଼ିଆଙ୍କୁ_ପଦ୍ମ
ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଘୋଷଣା ହେଲା ପଦ୍ମ ପୁରସ୍କାର ତାଲିକା । ଓଡ଼ିଶାର ୬ ଜଣଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ। ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରାଯିବ । ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।
#PadmaShriAward #PadmaShriAward2022 #republicday #padmabhushanaward #Odisha #ArgusNews