ପ୍ରାର୍ଥୀପତ୍ର ଦାଖଲ କଲେ ଯଶୱନ୍ତ ସିହ୍ନା । ମିଳିତ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସେ ନାମାଙ୍କନ ଭରିଛନ୍ତି । ଜୁଲାଇ 18ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ରାଜ୍ୟସଭା ମହାସଚିବଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
#YashwantSinha #PresidentCandidate #nomination #ArgusNews