ଦେଶରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଛି ଗାଇଡଲାଇନ୍ସ। ସମ୍ପୂର୍ଣ୍ଣ ସୁସ୍ଥ ହେବା ସହ ସମସ୍ତ ଘା ଶୁଖିବା ପର୍ଯ୍ୟନ୍ତ ସଂକ୍ରମିତ ରୋଗୀ ସଙ୍ଗରୋଧରେ ରହିବେ ରୋଗୀ।
#guidelines #centralgovernment #monkeypox #Infectedpatients #ArgusNews