ଗୁଜରାଟରେ ଶପଥ ଗ୍ରହଣ ସମାରୋହ । ଭୁପେନ୍ଦ୍ର ପଟେଲଙ୍କ ସମେତ ୧୬ ଜଣ ମନ୍ତ୍ରୀ ଭାବେ ଶପଥ ନେଉଛନ୍ତି । ସମାରୋହରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ।
#ArgusNews #Gujarat #Oathtakingceremony #BhupendraPatel #oath #ChiefMinister #ministers #National