ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି-20। ରୋହିତଙ୍କ ଅନୁପସ୍ଥିତିରେ ହାର୍ଦ୍ଧିକ ପାଣ୍ଡ୍ୟାଙ୍କ ନେତୃତ୍ବରେ ପଡ଼ିଆକୁ ଓହ୍ଲାଇବ ଭାରତୀୟ ଟିମ। ରୋହିତ ଶର୍ମାଙ୍କ ସହ ବିରାଟ କୋହଲି, ଲୋକେଶ ରାହୁଲ, ଯଶପ୍ରୀତ ବୁମରାହଙ୍କୁ ବିଶ୍ରାମ...।
#ArgusNews #IndiaVsNewZealand #t20match #hardikpandya #indiancricketteam