ଜଣେ ବଲିଉଡ୍ ସୁପରଷ୍ଟାର ତ ଅନ୍ୟଜଣେ ଅଣ୍ଡରଓ୍ବାଲ୍ଡର ବଡ଼ ଗ୍ୟାଙ୍ଗଷ୍ଟର। ଫିଲ୍ମ କାହାଣୀ ହୋଇଥିଲେ ଗ୍ୟାଙ୍ଗଷ୍ଟରଙ୍କ ମୃତ୍ୟୁ ହୋଇଥାନ୍ତା, ହିରୋ ଜିତି ହୋଇଥାନ୍ତା ହାପି ଏଣ୍ଡିଂ। ହେଲେ ଏଠି କାହାଣୀ ଫିଲ୍ମର ନୁହେଁ ବରଂ ଅସଲ ଜୀବନର।