ନୂଆଦିଲ୍ଲୀ ହଜଖାସ୍ ଜଗନ୍ନାଥ ମନ୍ଦିର ପରିସରରେ ଓଡ଼ିଆ ସଂଗଠନ ପକ୍ଷରୁ ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିଥିବା ୫ ଓଡ଼ିଆଙ୍କୁ ସମ୍ବର୍ଦ୍ଧନା । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତଙ୍କୁ ସମ୍ଭର୍ଦ୍ଧିତ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
#DharmendraPradhan #NewDelhi #felicitated #PadmasriAward #ArgusNews