ଆଜି ଭାଲେଂଟାଇନ୍ ଡେ । ପ୍ରେମ ପାଇଁ ଦିନଟିଏ । ପ୍ରେମର ଏହି ଦିନ ପାଳିବାକୁ ପ୍ରତିବର୍ଷ ଅପେକ୍ଷା କରିଥାନ୍ତି ପ୍ରେମୀଯୁଗଳ । ଭଲ ପାଉଥିବା ସାଥୀକୁ ଆପଣାର କରିବା ପାଇଁ ସମସ୍ତେ ବ୍ୟସ୍ତ । ଦୋକାନ ବଜାରରେ ବିକ୍ରି ଚାଲିଛି ଉପହାର ଆଉ ଗୋଲାପ ଫୁଲ । ସେପଟେ କିଛି ସାମାଜିକ ଅନୁଷ୍ଠାନ ଏହି ଦିବସକୁ ମାତୃପିତୃ ପୂଜନ ଦିବସ ଭାବେ ମଧ୍ୟ ପାଳନ କରୁଛନ୍ତି ....
#ArgusNews #Valentinesday #ParentsDay #Love
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app