ଆତ୍ମନିର୍ଭର ଭାରତ ପାଇଁ ଭିତ୍ତିଭୂମିର ବିକାଶ ଏବଂ ଉତ୍ତମ ସଂଯୋଗ ସ୍ଥାପନା କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ବିଶେଷ ଦୂରଦୃଷ୍ଟି ରହିଛି । ଜାତୀୟ ଭିତ୍ତିଭୂମି ପାଇପଲାଇନ କେବଳ ଭିତ୍ତିଭୂମି ତିଆରି କରିବାରେ ବୈପ୍ଲବିକ ପରିବର୍ତ୍ତନ କରିବ ନାହିଁ ବରଂ କୋଭିଡ-୧୯ ପ୍ରଭାବରେ ହୋଇଥିବା ଅର୍ଥନୈତିକ ମାନ୍ଦାବସ୍ଥାକୁ ମଧ୍ୟ ଦୂର କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ....
#ArgusNews #DharmendraPradhan #Covid19 #Economics