ଓଡ଼ିଆ ନବବର୍ଷର ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଆ ଜନସାଧାରଣଙ୍କୁ ଓଡ଼ିଆ ନବ ବର୍ଷର ଅଭିନନ୍ଦନ ଜଣାଇଛନ୍ତି । ସେପଟେ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ...
#ArgusNews #Odisha #PMModi #Dharmendrapradhan #OdiaNewYearWishes