ଆଜି ଏଲପିଜି ସିଲିଣ୍ଡର ବୁକିଂଠୁ ଆରମ୍ଭ କରି ରେଲୱେ ଟାଇମ ଟେବଲ ପର୍ଯ୍ୟନ୍ତଅନେକ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି । ଯଦି ଆପଣ INDANE ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତା’ହେଲେ ଏଣିକି ବୁକିଂ ପାଇଁ ଆପଣଙ୍କୁ ନୂଆ ନମ୍ବର ବ୍ୟବହାର କରିବାକୁ ପଡ଼ିବ । #ArgusNews #ArgusOdisha #ArgusOdia #ArgusUpdate #LPGgas #Change