ଆଜି ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ । ଭିଡିଓ କନଫରେନସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିବେ । କୋଭିଡ ସ୍ଥିତି ଓ ଟିକାକରଣ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ...
#ArgusNews #CoronaVirus #PrimeMinister #VC #MeetingwithChiefMinister