ଆଜି ନୀତି ଆୟୋଗ ପରିଚାଳନା ପରିଷଦ ବୈଠକ । ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ମିଟିଂ । ବୈଠକରେ କୃଷି, ଭିତ୍ତିଭୂମି, ଉତ୍ପାଦନ, ମାନବ ସମ୍ବଳ ବିକାଶ, ସ୍ୱାସ୍ଥ୍ୟ ଆଦି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମେତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ ....
#ArgusNews #NitiAyogMeetig #PMModi
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app