ପ୍ରତିବର୍ଷ ନଭେମ୍ବର 16 ତାରିଖରେ ପାଳନ କରାଯାଏ ଏହି ପ୍ରେସ ଦିବସ । ଚଳିତବର୍ଷ କୋଭିଡ କଟକଣା ସମୟରେ ଗଣମାଧ୍ୟମର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ରହିଆସିଛି । ଆଉ ଜାତୀୟ ପ୍ରେସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡେକର ଗଣମାଧ୍ୟମକୁ ଧନ୍ୟବାଦ ଜଣାଇଛନ୍ତି ...
#ArgusNews #National_PressDay
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
Playstore - https://play.google.com/store/apps/details?id=com.argusnews.app&hl=en_IN&gl=US
App Store - https://apps.apple.com/tt/app/argus-news/id1526127869?ign-mpt=uo%3D2